Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ବଲିଉଡର ୩ ଅଭିନେତାଙ୍କୁ କୋର୍ଟଙ୍କ ନୋଟିସ

Entertainment

ବଲିଉଡର ୩ ଅଭିନେତାଙ୍କୁ କୋର୍ଟଙ୍କ ନୋଟିସ

Ritu Das
Browse all articles by Ritu Das
·2 years ago
ବଲିଉଡର ୩ ଅଭିନେତାଙ୍କୁ କୋର୍ଟଙ୍କ ନୋଟିସ

ଅର୍ଗସ ବ୍ୟୁରୋ: ପାନ ମସଲା କମ୍ପାନୀର ବିଜ୍ଞାପନ କରିବା ଏବେ ମହଙ୍ଗା ପଡ଼ିଛି। ଏହି ମାମଲାରେ ବଲିଉଡ ଅଭିନେତା ଅକ୍ଷୟ କୁମାର, ଶାହାରୁଖ ଖାନ ଏବଂ ଅଜୟ ଦେବଗନଙ୍କୁ ନୋଟିସ ଜାରି କରାଯାଇଛି। ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚର ଅବମାନନା ଆବେଦନ ଉପରେ କେନ୍ଦ୍ର ସରକାର ଉତ୍ତର ଦେିଛନ୍ତି। ଗୁଟଖା ବିଜ୍ଞାପନ ମାମଲାରେ ତିନି କଳାକାରଙ୍କୁ ନୋଟିସ ଜାରି କରାଯାଇଥିବା ଲକ୍ଷ୍ନୌ ବେଞ୍ଚକୁ କେନ୍ଦ୍ର ସରକାର ସୂଚନା ଦେଇଛନ୍ତି। 

କେନ୍ଦ୍ର ସରକାରଙ୍କ ଓକିଲ କହିଛନ୍ତି ଯେ, ସୁପ୍ରିମକୋର୍ଟ ମଧ୍ୟ ଏହି ମାମଲାରେ ଶୁଣାଣି କରୁଛନ୍ତି ଏହି ଆବେଦନକୁ ଖାରଜ କରାଯିବା ଉଚିତ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ତାରିଖ ୨୦୨୪ ମେ' ୯ ପାଇଁ ସ୍ଥିର କରାଯାଇଛି। ଜଷ୍ଟିସଙ୍କ ଏକକ ବେଞ୍ଚ ଅବମାନନା ଆବେଦନ ଉପଳରେ ଏହି ଆଦେଶ ଦେଇଛନ୍ତି। 

ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Court notice | Argus English