ଉତ୍ତର କାନାଡାରେ ବିମାନ ଦୁର୍ଘଟଣାଗ୍ରସ୍ତ, ୬ ଜଣଙ୍କର ମୃତ୍ୟୁ
·2 years ago

ଅର୍ଗସ ବ୍ୟୁରୋ: ଉତ୍ତର କାନାଡ଼ାରେ ଗତ କାଲି ଖଣି କର୍ମଚାରୀଙ୍କୁ ନେଇ ଏକ ଛୋଟ ବିମାନ ଯାଉଥିଲା। କିନ୍ତୁ ବିମାନଟି ଦୁର୍ଘଟଣାଗ୍ରସ୍ତ ହେବାରୁ ୬ ଜଣ ପ୍ରାଣ ହରାଇଛନ୍ତି । ଦୁର୍ଘଟଣାର କାରଣ ଏଯାଏ ଜଣା ପଡ଼ିନାହିଁ ।
ଗୋଟିଏ ଦିନ ପୂର୍ବରୁ ପଡୋଶୀ ବ୍ରିଟିଶ କଲମ୍ବିଆରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବାପରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଚାରି ଜଣ ଆହତ ହୋଇଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ବିମାନ ଦୁର୍ଘଟଣାର କାରଣ ଜଣା ପଡିନାହିଁ କିନ୍ତୁ ତଦନ୍ତ ଆରମ୍ଭ ହୋଇଛି।
ଅଧିକ ପଢ଼ନ୍ତୁ ବିଦେଶ ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: