|
logo
Live

Argus News - ଏନକାଉଣ୍ଟରରେ ସେନାର ଦୁଇ ଅଧିକାରୀ ଓ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି

National

ଏନକାଉଣ୍ଟରରେ ସେନାର ଦୁଇ ଅଧିକାରୀ ଓ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି

Jitendra Dash
Browse all articles by Jitendra Dash
·2 years ago
ଏନକାଉଣ୍ଟରରେ ସେନାର ଦୁଇ ଅଧିକାରୀ ଓ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି

ଅର୍ଗସ ବ୍ୟୁରୋ : ଆତଙ୍କବାଦୀଙ୍କ ଆକ୍ରମଣରେ ୪ ଯବାନ ସହିଦ । ଜମ୍ମୁ-କାଶ୍ମୀରର ରଜୌରୀରେ ଆତଙ୍କବଦୀ ଓ ସେନା ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ଭାରତୀୟ ସେନାର ଦୁଇ ଅଧିକାରୀ ଓ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି । ସେହିପରି ସେନା ଗୁଳିରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା ମିଳିଛି । 

ଅଧିକ ପଢନ୍ତୁ ଭାରତ ଖବର

ରଜୌରୀର କାଲକୋଟ ଥାନା ଅନ୍ତର୍ଗତ ବାଜି ଗାଁର ଜଙ୍ଗଲରେ ଦୁଇରୁ ତିନି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ଏହାପରେ ଭାରତୀୟ ସେନା ଓ ଜମ୍ମୁ କଶ୍ମୀର ପୁଲିସର ସ୍ପେଶାଲ ଅପରେସନ୍‌ ଗ୍ରୁପ ସର୍ଚ୍ଚ ଅପରେସନ୍‌ ଆରମ୍ଭ କରିଥିଲେ । ଏହି ସମୟରେ ଜଙ୍ଗଲ ଭିତରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଏଥିରେ ସେନା ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଭାରତୀୟ ସେନାର ୪ ଜଣ ସହିଦ ହୋଇଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଏନକାଉଣ୍ଟରରେ ସେନାର ଦୁଇ ଅଧିକାରୀ ଓ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି | Argus English