Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆରତୀ ସମୟରେ ଅଯୋଧ୍ୟାରେ ଫୁଲ ବର୍ଷା କରିବ ସେନା ହେଲିକପ୍ଟର

National

ଆରତୀ ସମୟରେ ଅଯୋଧ୍ୟାରେ ଫୁଲ ବର୍ଷା କରିବ ସେନା ହେଲିକପ୍ଟର

Ritu Das
Browse all articles by Ritu Das
·2 years ago
ଆରତୀ ସମୟରେ ଅଯୋଧ୍ୟାରେ ଫୁଲ ବର୍ଷା କରିବ ସେନା ହେଲିକପ୍ଟର

ଅର୍ଗସ ବ୍ୟୁରୋ: ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ଆରତୀ ସମୟରେ ଫୁଲ ବର୍ଷା କରାଇବ ଭାରତୀୟ ସେନା ହେଲିକପ୍ଟର ଏବଂ ମନ୍ଦିରରେ ଆରତୀ ସମୟରେ ୩୦ କଳାକାର ମନ୍ଦିର ପରିସରରେ ବିଭିନ୍ନ ଭାରତୀୟ ବାଦ୍ୟଯନ୍ତ୍ର ବଜାଇବେ। 

ଏନେଇ ମନ୍ଦିର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ମନ୍ଦିର କର୍ତ୍ତୃପକ୍ଷ ଏହା ମଧ୍ୟ କହିଛନ୍ତି ସେ ସମସ୍ତ ଅତିଥିଙ୍କୁ ଘଣ୍ଟି ଦିଆଯିବ ଯାହା ଆରତୀ ସମୟରେ ବାଜିବ। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Army helicopter | Argus English