2024 ମସିହା ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଆଣୁ: ଦ୍ରୌପଦୀ ମୁର୍ମୁ
·2 years ago

ନୂଆଦିଲ୍ଲୀ: ସବୁଠି ନୂଆବର୍ଷର ଶୁଭେଚ୍ଛାର। ଟ୍ବିଟ୍ କରି ନବବର୍ଷର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି। 2024 ମସିହା ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଆଣୁ ବୋଲି କଲେ ଶୁଭକାମନା। ଆଜି 2024ର ପହିଲି ସକାଳ। ନୂଆ ଆଶା, ନୂଆ ଆକାଂକ୍ଷା ଓ ନୂଆ ସ୍ବପ୍ନ ନେଇ ଆସିଛି। 2023କୁ ବିଦାୟ ଦେଇ ନୂଆବର୍ଷର ପ୍ରଥମ ସୂର୍ଯ୍ୟ ଦେଖୁଛି ପୁରା ଦେଶ ।
ଚାରିଆଡେ ଶୁଭେଚ୍ଛାର ସୁଅ । ସମସ୍ତଙ୍ଗ ମୁହୁଁରେ ହାପି ନ୍ୟୁଉ ଇୟର୍ । ଘରେ ବାହାରେ, ପରିବାର ସାଥିରେ, ସାଙ୍ଗସାଥୀ ମେଳରେ ଏକାଠି ହୋଇ 2024କୁ ସ୍ବାଗତ କରୁଛନ୍ତି ସମସ୍ତେ ।
ଅଧିକ ପଢନ୍ତୁ ଭାରତ ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: