Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର

National

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର

Banajyotshna Ray
Browse all articles by Banajyotshna Ray
·2 years ago
ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର

ଅର୍ଗସ ବ୍ୟୁରୋ:  ଜାନୁଆରୀ ୨୨ରେ ହାଫ୍‌ ଡେ ଛୁଟି । ଜାନୁଆରୀ ୨୨ରେ ହାଫ୍‌ ଡେ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର। ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର। ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଜାନୁଆରୀ ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି । ଯାହାକୁ ଅପେକ୍ଷା କରି ରହିଛନ୍ତି ବିଶ୍ୱବାସୀ। ଏହା ପୂର୍ବରୁ କେନ୍ଦ୍ର ସରକାର ଏକ ବଡ ଘୋଷଣା କରିଛନ୍ତି । କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି କି, ଏହି ଦିନ ସାରା ଦେଶରେ ସମସ୍ତ ସରକାରୀ କାର୍ଯ୍ୟାଳୟ ଅଧାଦିନ ବନ୍ଦ ରହିବ ।

ଅଧିକ ପଢ଼ନ୍ତୁ ଦେଶ ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Centre govt announces half-day leave on Jan 22 | Argus English