|
logo
Live

Argus News - ଗଣତନ୍ତ୍ର ଦିବସର ଶୁଭକାମନା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ

National

ଗଣତନ୍ତ୍ର ଦିବସର ଶୁଭକାମନା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ଗଣତନ୍ତ୍ର ଦିବସର ଶୁଭକାମନା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ

ଅର୍ଗସ ବ୍ୟୁରୋ:  ଆଜି ଦେଶ ପାଳନ କରୁଛି 75ତମ ଗଣତନ୍ତ୍ର ଦିବସ। ଦିଲ୍ଲୀଠୁ ପଲ୍ଲୀ ଏନେଇ ସବୁଠି ଉତ୍ସବର ମାହୋଲ୍। ଭୁବନେଶ୍ୱର ଗାନ୍ଧିମାର୍ଗରେ ବି ଗଢ଼ିବ ପ୍ରଜ୍ଞାପନ ମେଢ଼। ରାଜ୍ୟ ସରକାରଙ୍କ ପକ୍ଷରୁ ଗାନ୍ଧିମାର୍ଗରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସରେ ସ୍ୱତନ୍ତ୍ର ପ୍ରଜ୍ଞାପନ ମେଢ଼ ଗଡିବ । ଏହି ମେଢ଼ କହିବ ଓଡିଶା ରୂପାନ୍ତରଣର କଥା। ଏହି ଅବସରରେ ଟ୍ୱିଟ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଧର୍ମେନ୍ଦ୍ର ଲେଖିଛନ୍ତି, ୭୫ତମ ଗଣତନ୍ତ୍ର ଦିବସର ହାର୍ଦ୍ଦିକ ଶୁଭକାମନା।

 

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଗଣତନ୍ତ୍ର ଦିବସର ଶୁଭକାମନା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ | Argus English