Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଦ୍ୱିତୀୟ କ୍ୱାର୍ଟରରେ ଅଭିବୃଦ୍ଧି ହାର ଭଲ ରହିଛି : ନିର୍ମଳା ସୀତାରମଣ

National

ଦ୍ୱିତୀୟ କ୍ୱାର୍ଟରରେ ଅଭିବୃଦ୍ଧି ହାର ଭଲ ରହିଛି : ନିର୍ମଳା ସୀତାରମଣ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ଦ୍ୱିତୀୟ କ୍ୱାର୍ଟରରେ ଅଭିବୃଦ୍ଧି ହାର ଭଲ ରହିଛି : ନିର୍ମଳା ସୀତାରମଣ

ଅର୍ଗସ ବ୍ୟୁରୋ: ଦେଶର ଅର୍ଥନୀତି ପାଇଁ ଖୁସି ଖବର । ଦ୍ବିତୀୟ କ୍ବାର୍ଟରରେ ଅଭିବୃଦ୍ଧି ହାର ବହୁତ ଭଲ ରହିଛି । ଯାହାକି ବିଶ୍ବର ସର୍ବୋଚ୍ଚ । ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ହେବାର ଏହି ଗତିକୁ ନିରନ୍ତର ବଜାୟ ରଖାଯାଉଥିବା କହିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ରାଜ୍ୟସଭାରେ ଦେଶର ଅର୍ଥନୈତିକ ପରିସ୍ଥିତି ସମ୍ପର୍କରେ ସୂଚନା ଦେଇ ଏହା କହିଛନ୍ତି ଅର୍ଥମନ୍ତ୍ରୀ ।

ଚଳିତ ଆର୍ଥିକ ବର୍ଷର ଜୁଲାଇରୁ ସେପ୍ଟେମ୍ବର ମଧ୍ୟରେ ଜିଡିପି ଅଭିବୃଦ୍ଧି 7.6 ପ୍ରତିଶତ ବୃଦ୍ଧି ପାଇଛି । ସେହିପରି ଏପ୍ରିଲରୁ ଜୁନ୍ ମଧ୍ୟରେ ଭାରତର ଜିଡିପି ଅଭିବୃଦ୍ଧି 7.8 ପ୍ରତିଶତ ବୃଦ୍ଧି ପାଇଛି । ତେବେ ପ୍ରଧାନମନ୍ତ୍ରୀଙ୍କ ମେକ ଇନ ଇଣ୍ଡିଆ ପୋଗ୍ରାମ ଏବଂ ଅନ୍ୟ ଯୋଜନା ପାଇଁ ଦେଶରେ ଉତ୍ପାଦନ ବଢ଼ିଛି । ଦେଶ ଅର୍ଥନୀତିରେ ଏହି ଉତ୍ପାଦନର ଯୋଗଦାନ ୧୩.୯ ପ୍ରତିଶତ ଥିବା ସେ କହିଛନ୍ତି । ସେପଟେ 2026 ସୁଦ୍ଧା ଦେଶର ଜିଡିପିରେ ଡିଜିଟାଲ ଇକୋନୋମିର 20 ପ୍ରତିଶତ ଅବଦାନ ରହିବ।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
India's economic growth in second quarter highest | Argus English