Videos
|
National

ଶିକ୍ଷା ପ୍ରଣାଳୀକୁ ସୁଦୃଢ଼ କରିବା ପାଇଁ କେନ୍ଦ୍ରୀୟ ବିଦ୍ୟାଳୟର ଭୂମିକା ଗୁରୁତ୍ଵପୂର୍ଣ୍ଣ

Jitendra Dash
Browse all articles by Jitendra Dash
·2 years ago
ଶିକ୍ଷା ପ୍ରଣାଳୀକୁ ସୁଦୃଢ଼ କରିବା ପାଇଁ କେନ୍ଦ୍ରୀୟ ବିଦ୍ୟାଳୟର ଭୂମିକା ଗୁରୁତ୍ଵପୂର୍ଣ୍ଣ

ଅର୍ଗସ ବ୍ୟୁରୋ : ନୂଆଦିଲ୍ଲୀରେ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନର ହୀରକ ଜୟନ୍ତୀ ସମାରୋହ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ । କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବା ସହ ୨୦୪୭ ସୁଦ୍ଧା ଭାରତ ବିକଶିତ ଦେଶ ଭାବେ ସୁନାମ ଅର୍ଜନ କରିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ଶିକ୍ଷା ପ୍ରଣାଳୀକୁ ସୁଦୃଢ଼ କରିବା ପାଇଁ କେନ୍ଦ୍ରୀୟ ବିଦ୍ୟାଳୟର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । 

ଅଧିକ ପଢନ୍ତୁ ଭାରତ ଖବର

ଏ ଦିଗରେ ନବୋଦୟ ବିଦ୍ୟାଳୟର ଭୂମିକା ମଧ୍ୟ ଗୁରୁତ୍ବପୂର୍ଣ୍ଣ । ଦେଶର ୧୨୦୦ କେନ୍ଦ୍ରୀୟ ବିଦ୍ୟାଳୟରେ ବାଲ୍‌ବାଟିକା ପ୍ରତିଷ୍ଠା କରାଯିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ବିଶ୍ବରେ ଏବେ ଲକ୍ଷେ AI ଏକ୍ସପର୍ଟ ରହିଛନ୍ତି । କେନ୍ଦ୍ରୀୟ ବିଦ୍ୟାଳୟରୁ ଏହି ବିଶ୍ବସ୍ତରୀୟ ଏକ୍ସପର୍ଟ ଆମେ ତିଆରି କରିବା ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Kendriya Vidyalayas played pivotal role in shaping future of nation | Argus English