ଗଣତନ୍ତ୍ର ଦିବସ, ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି
·2 years ago

ଅର୍ଗସ ବ୍ୟୁରୋ: ଆଜି ୭୫ତମ ଗଣତନ୍ତ୍ର ଦିବସ। ଭାରତୀୟ ସମ୍ୱିଧାନ ପ୍ରଣୟନର ଦିନ। ଦିଲ୍ଲୀରୁ ପଲ୍ଲୀ ସବୁଠି ଉଡୁଛି ତ୍ରିରଙ୍ଗା।ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ମେଢ। ସେପଟେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ନୂଆଦିଲ୍ଲୀର କର୍ତ୍ତବ୍ୟପଥରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପତାକା ଉତ୍ତୋଳନ କରିବେ। ଏହି ସମାରୋହରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ମୁଖ୍ୟ ଅତିଥି ଭାବେ ଯୋଗଦେବେ ଫ୍ରାନ୍ସ ରୋେଟ୍ରପତି ଇମାନ୍ୟୁଲ ମାକ୍ରୋନ। ଏହାସହ ଦୋବାସୀଙ୍କୁ ଗଣତନ୍ତ୍ର ଦିବସର ଅନେକ ଅନେକ ଶୁଭୋଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ଅଧିକ ପଢ଼ନ୍ତୁ ଦେଶ ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
देश के अपने समस्त परिवारजनों को गणतंत्र दिवस की बहुत-बहुत शुभकामनाएं। जय हिंद!
— Narendra Modi (@narendramodi) January 26, 2024
Best wishes on special occasion of the 75th Republic Day. Jai Hind!