Videos
|
National

ବାତ୍ୟା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ବଡ଼ ଆହ୍ବାନ

Manini Pattanayak
Browse all articles by Manini Pattanayak
·2 years ago
ବାତ୍ୟା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ବଡ଼ ଆହ୍ବାନ

ନୂଆଦିଲ୍ଲୀ:  ବାତ୍ୟା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ବଡ଼ ଆହ୍ବାନ । ପ୍ରଭାବିତ ହେବାକୁ ଥିବା ରାଜ୍ୟମାନଙ୍କରେ ଯେଉଁ ବି ସରକାର ଥାଉ ନା କାହିଁକି ପ୍ରଶାସନକୁ ସହଯୋଗ କରିବା ସହ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେବାକୁ ବିଜେପି କର୍ମୀଙ୍କୁ ଦେଇଛନ୍ତି ଆହ୍ବାନ ।

କହିଛନ୍ତି ବିଜେପି ପାଇଁ ଦଳ ଠାରୁ ଦେଶ ବଡ଼ । ଏହା ହିଁ ଏକ ସମର୍ପିତ ଭାଜପା କାର୍ଯ୍ୟକର୍ତ୍ତାଙ୍କ ସଂସ୍କାର ବୋଲି ସେ କହିଛନ୍ତି । ସମ୍ଭାବ୍ୟ ବାତ୍ୟାକୁ ଦେଖି ଉପକୂଳରେ ଥିବା ରାଜ୍ୟ ସରକାରଙ୍କୁ ଲୋକଙ୍କ ସୁରକ୍ଷା ନିମନ୍ତେ କାର୍ଯ୍ୟ କରିବାକୁ କହିବା ସମୟରେ ଏପରି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। 

ଅଧିକ ପଢନ୍ତୁ :ସ୍ଥଳଭାଗକୁ ମାଡି ଆସୁଛି ବାତ୍ୟା ମିଗଜୋମ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
PM Modi speaks to Andhra CM Jagan Mohan Reddy, takes stock of preparations to handle approaching cyclone | Argus English