Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆଜି ବିଶ୍ୱ ନିବେଶକ ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

National

ଆଜି ବିଶ୍ୱ ନିବେଶକ ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

Banajyotshna Ray
Browse all articles by Banajyotshna Ray
·2 years ago
ଆଜି ବିଶ୍ୱ ନିବେଶକ ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ:  ଆଜି ଉତ୍ତରାଖଣ୍ଡରେ ବିଶ୍ୱ ନିବେଶକ ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଡେରାଡୁନରେ ଅନୁଷ୍ଠିତ ହେବ ଏହି ଦୁଇ ଦିନିଆ ସମ୍ମିଳନୀ। 44000 କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ହେବ ଉଦ୍ଘାଟନ। ଦେଶ ବିଦେଶର 1000ରୁ ଅଧିକ ପ୍ରତିନିଧି ଏଥିରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
PM Modi to inaugurate Uttarakhand Global Investors Summit on Friday | Argus English