ଆଜି ଭାରତୀୟ ସମ୍ୱିଧାନ ପ୍ରଣୟନର ଦିନ, ଜାତୀୟ ଯୁଦ୍ଧ ସ୍ମାରକୀରେ ପ୍ରଧାନମନ୍ତ୍ରୀ
·2 years ago

ଅର୍ଗସ ବ୍ୟୁରୋ: ଆଜି ୭୫ତମ ଗଣତନ୍ତ୍ର ଦିବସ। ଭାରତୀୟ ସମ୍ୱିଧାନ ପ୍ରଣୟନର ଦିନ। ଦିଲ୍ଲୀରୁ ପଲ୍ଲୀ ସବୁଠି ଉଡୁଛି ତ୍ରିରଙ୍ଗା।ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ମେଢ। ସେପଟେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଜାତୀୟ ଯୁଦ୍ଧ ସ୍ମାରକୀରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆଦିଲ୍ଲୀର କର୍ତ୍ତବ୍ୟପଥରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପତାକା ଉତ୍ତୋଳନ କରିବେ। ଆଉ କିଛି ସମୟର ଅପେକ୍ଷା।
ଅଧିକ ପଢ଼ନ୍ତୁ ଦେଶ ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: