Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ୩ରେ ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ

National

୩ରେ ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ

Swayangprajna Mishra
Browse all articles by Swayangprajna Mishra
·2 years ago
୩ରେ ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ : ୩ରେ ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ । ଆଇଆଇଏମ ସମ୍ବଲପୁର ସମାବର୍ତ୍ତନ ଉତ୍ସବରେ ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି କ୍ୟାମ୍ପସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ଏହାପରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବେ । ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The Prime Minister will come to Sambalpur on the 3rd february | Argus English