|
logo
Live

Argus News - କୁଚିଣ୍ଡା ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ

Odisha

କୁଚିଣ୍ଡା ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ

Swayangprajna Mishra
Browse all articles by Swayangprajna Mishra
·2 years ago
କୁଚିଣ୍ଡା ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ

ଅର୍ଗସ ବ୍ୟୁରୋ : ଜିଲ୍ଲା ମାନ୍ୟତା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ ଡାକରା । କୁଚିଣ୍ଡା ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି କୁଚିଣ୍ଡାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦ ଡାକରା ଦେଇଛି କୁଚିଣ୍ଡା ଜିଲ୍ଲା ଦାବି କ୍ରିୟାନୁଷ୍ଠାନ କମିଟି। ସକାଳ ୬ ରୁ ସଂଧ୍ୟା ୬ ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ। ଜରୁରୀ ସେବାକୁ ବାଦ ଦେଇ ସମସ୍ତ ଚକଅଖ ଦୋକାନ ବନ୍ଦ ରହିବ । 

ଅଧିକ ପଢନ୍ତୁ ଓଡିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
କୁଚିଣ୍ଡା ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ | Argus English