|
logo
Live

Argus News - ଜାନୁଆରୀ ୧୭ ତାରିଖକୁ ସରକାରୀ ଛୁଟି

Odisha

ଜାନୁଆରୀ ୧୭ ତାରିଖକୁ ସରକାରୀ ଛୁଟି

Manini Pattanayak
Browse all articles by Manini Pattanayak
·2 years ago
ଜାନୁଆରୀ ୧୭ ତାରିଖକୁ ସରକାରୀ ଛୁଟି

ଭୁବନେଶ୍ୱର: ଜାନୁଆରୀ ୧୭ ତାରିଖକୁ ସରକାରୀ ଛୁଟି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଛୁଟି ଘୋଷଣା କଲେ ରାଜ୍ୟ ସରକାର। ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ, ସ୍କୁଲ ଏବଂ କଲେଜ ବନ୍ଦ ରହିବ। 

ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ । 

ଅଧିକ ପଢନ୍ତୁ  ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଜାନୁଆରୀ ୧୭ ତାରିଖକୁ ସରକାରୀ ଛୁଟି | Argus English