Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ବାଇକ ଧକ୍କାରେ ୨ଜଣଙ୍କ ମୃତ୍ୟୁ

Odisha

ବାଇକ ଧକ୍କାରେ ୨ଜଣଙ୍କ ମୃତ୍ୟୁ

Ritu Das
Browse all articles by Ritu Das
·2 years ago
ବାଇକ ଧକ୍କାରେ ୨ଜଣଙ୍କ ମୃତ୍ୟୁ

ଅର୍ଗସ ବ୍ୟୁରୋ: ଦୁଇ ମୋଟର ସାଇକେଲ ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତ ବ୍ୟକ୍ତି ନନ୍ଦପୁର ବ୍ଲକ ଖମରାର ଗ୍ରାମ ଧନିଆ ଖରା ଏବଂ ମାଣିକ ଖେମୁଣ୍ଡୁ। ସେହିପରି ଲମତାପୁଟ ବ୍ଲକ ପାଲାମଗ୍ରାମର ରବୀନ୍ଦ୍ର ଖରା ଗୁରୁତର ହୋଇ ଲମତାପୁଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକତ୍ସାଧୀନ ଅଛନ୍ତି।  

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଦୁଇଟି ମଟର ସାଇକେଲ ସମ୍ପୂର୍ଣ ନଷ୍ଟ ହୋଇଯାଇଛି। ଘଟଣାସ୍ଥଳରେ ଲମତାପୁଟ ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଥିବା ମାଛକୁଣ୍ଡ iic କହିଛନ୍ତି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
2 people died | Argus English