ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ଆଜି ୪ଘଣ୍ଟା ଦର୍ଶନ ବନ୍ଦ
·2 years ago

ଅର୍ଗସ ବ୍ୟୁରୋ: ଆଜି ଚାରିଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ପାଇଁ ଦର୍ଶନ ବନ୍ଦ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
ରାତି ୮ଟା ପରେ ଆରମ୍ଭ ହେବ ସର୍ବସାଧାରଣଙ୍କ ଦର୍ଶନ ବ୍ୟବସ୍ଥା। ଏନେଇ ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: