|
logo
Live

Argus News - ରାଜ୍ୟରେ 5 ରେ ପହଞ୍ଚିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

Odisha

ରାଜ୍ୟରେ 5 ରେ ପହଞ୍ଚିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

Smruti Parija
Browse all articles by Smruti Parija
·2 years ago
ରାଜ୍ୟରେ 5 ରେ ପହଞ୍ଚିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର:  ରାଜ୍ୟରେ ଆଜି ଆଉ ଦୁଇ ଜଣ କୋଭିଡ ସଂକ୍ରମିତ ଚିହ୍ନଟ । ୨୦ ଦିନର ବ୍ୟବଧାନ ପରେ ରାଜ୍ୟରେ ଶନିବାର ପ୍ରଥମ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମିତଙ୍କୁ ମିଶାଇ ଆକ୍ଟିଭ କେସ ୫ ରେ ପହଁଚିଛି । 


କରୋନା କଡ଼ ଲେଉଟାଇବା ପରେ ତତ୍ପର ହୋଇଛି ସ୍ୱାସ୍ଥ୍ୟ ବିଭାଗ । କରୋନା ପାଇଁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ଘରୁ ବାହାରକୁ କୁଆଡ଼େ ଯାଉଥିଲେ, ମାସ୍କ ପିନ୍ଧିବାକୁ କୁହାଯାଇଛି । ଏଭଳି ଲୋକଙ୍କୁ ଜନଗହଳି ଜାଗାକୁ ମଧ୍ୟ ନଯିବାକୁ ପରାମର୍ଶ ଦିଆଯାଇଛି ।

କରୋନା ପାଇଁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ରାଜ୍ୟରେ 5 ରେ ପହଞ୍ଚିଲା କରୋନା ସଂକ୍ରମିତଙ୍କ ସଂଖ୍ୟା | Argus English