ବାଣୀବିହାର ଓଭର ବ୍ରିଜରେ ସରକାରୀ ବସକୁ ଧକ୍କା ଦେଲା ଘରୋଇ ବସ
·2 years ago

ଅର୍ଗସ ବ୍ୟୁରୋ: ଭୁବନେଶ୍ୱର ବାଣୀବିହାର ଓଭରବ୍ରିଜ ଉପରେ ଦୁର୍ଘଟଣା । ଓଏସଆରଟିସି ବସକୁ ଧକ୍କା ଦେଲା ଘରୋଇ ବସ। ଦୁର୍ଘଟଣାରେ ଦୁଇ ବସ ଡ୍ରାଇଭର ସମେତ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବସ ବ୍ରେକ ଫେଲ ହେବା ଯୋଗୁ ଏଭଳି ଦୁର୍ଘଟଣା ଘଟିଥିବା ପୋଲିସ କହିଛି । ତେବେ ଓଭରବ୍ରିଜ ଉପରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ପୋଲିସ ମୁତୟନ ହୋଇଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: