Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ସିର୍ଲା ଜଙ୍ଗଲରେ କୁମ୍ବିଂ ଅପରେସନ ବେଳେ ଅଘଟଣ 

Odisha

ସିର୍ଲା ଜଙ୍ଗଲରେ କୁମ୍ବିଂ ଅପରେସନ ବେଳେ ଅଘଟଣ 

Manini Pattanayak
Browse all articles by Manini Pattanayak
·2 years ago
ସିର୍ଲା ଜଙ୍ଗଲରେ କୁମ୍ବିଂ ଅପରେସନ ବେଳେ ଅଘଟଣ 

କନ୍ଧମାଳ: ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ସିର୍ଲା ଜଙ୍ଗଲରେ କୁମ୍ବିଂ ଅପରେସନ ବେଳେ ଅଘଟଣ । ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଏସ୍ଓଜି ଜବାନ୍ ଗୁରୁତର ।

ସିର୍ଲା ନିକଟସ୍ଥ ଟେକେଲାମିଲା ଜଙ୍ଗଲରେ ଚାଲିଥିଲା କୁମ୍ବିଂ ଅପରେସନ । IED ବିସ୍ଫୋରଣରେ ୨ ଏସ୍‌ଓଜି ଯବାନ ଗୁରୁତର ହୋଇଛନ୍ତି। ମାଓବାଦୀମାନେ ଜଙ୍ଗଲରେ IED ଖଞ୍ଜିଥିବା ସନ୍ଦେହ କରାଯାଉଛି। ଏହି ଘଟଣା ପରେ ଜଙ୍ଗଲରେ ଜୋରଦାର କମ୍ବିଂ ଅପରେସନ ଚାଲିଥିବା ସୂଚନା ମିଳିଛି ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Accident during combing operation in Sirla forest | Argus English