Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ୮ ମୃତକଙ୍କ ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା

Odisha

୮ ମୃତକଙ୍କ ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା

Banajyotshna Ray
Browse all articles by Banajyotshna Ray
·2 years ago
୮ ମୃତକଙ୍କ ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା

ଅର୍ଗସ ବ୍ୟୁରୋ: ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ରାଜ୍ୟ ସରକାର। ୮ ମୃତକଙ୍କ ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା। ମୃତକଙ୍କ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ସହାୟତା। ଦୁର୍ଘଟଣାରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଧାରେ ରହିଲା ମା' ତାରିଣୀଙ୍କ ଦର୍ଶନ । ଟ୍ରକ୍ କୁ ପିଟିଲା ୱିଙ୍ଗର ଭ୍ୟାନ୍  । ଦୁର୍ଘଟଣାରେ 8 ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ 20 ନମ୍ବର ଜାତୀୟ ରାଜପଥର ବାଲିଯୋଡି ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ମୃତକ ଦିଗପହଣ୍ଡି ଅଞ୍ଚଳର ବୋଲି ସୂଚନା। ମୃତକଙ୍କ ପରିବାରକୁ ସହାୟତା ଘୋଷଣା କଲେ ରାଜ୍ୟ ସରକାର।

ଆହୁରି ପଢ଼ନ୍ତୁ: ଅଧାରେ ରହିଲା ମା' ତାରିଣୀଙ୍କ ଦର୍ଶନ

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Announcement of 3 lakh each to the families of the 8 deceased | Argus English