ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ
·2 years ago

ଭୁବନେଶ୍ୱର: ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ। ୨୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ଓ ତାର ପାଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବାର ସମ୍ଭାବନା। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୨୭ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ପରବର୍ତ୍ତୀ ସମୟରେ ଅର୍ଥାତ ୨୯ ତାରିଖ ବେଳକୁ ଲଘୁଚାପଟି ଅବପାତରେ ପରିଣତ ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଅବପାତରେ ପରିଣତ ହେବାପରେ ଓଡ଼ିଶାରେ ଏହାର କଣ ପ୍ରଭାବ ପଡ଼ିବ ସେନେଇ ସ୍ପଷ୍ଟ ହୋଇପାରିବ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: