Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଶୋକ ପ୍ରସ୍ତାବ ପରେ ଗୃହ ମୁଲତବୀ

Odisha

ଶୋକ ପ୍ରସ୍ତାବ ପରେ ଗୃହ ମୁଲତବୀ

Smruti Parija
Browse all articles by Smruti Parija
·2 years ago·1 min read
ଶୋକ ପ୍ରସ୍ତାବ ପରେ  ଗୃହ ମୁଲତବୀ

ଭୁବନେଶ୍ୱର: ଆଜି ଆରମ୍ଭ ହୋଇଛି ବିଧାନସଭା ଶୀତ କାଳୀନ ଅଧିବେଶନ । ପୂର୍ବତନ ବାଚସ୍ପତି ସ୍ବର୍ଗତଃ ମହେଶ୍ୱର ମହାନ୍ତି , ପୂର୍ବତନ ଉପ ମନ୍ତ୍ରୀ ସରସ୍ବତୀ ପ୍ରଧାନ, ପୂର୍ବତନ ସରକାରୀ ମୁଖ୍ୟ ସଚେତକ ଅଜୟ କୁମାର ଜେନା, ପୂର୍ବତନ ସଦସ୍ୟ ରବି ଦାସ, ଯୁଧିଷ୍ଠିର ସାମନ୍ତରାୟ, ପୂର୍ବତନ ଲାନସ ହାବିଲଦାର,620 ଇ.ଏମ. ଇ. ବାଟାଲିୟନ ସରୋଜ କୁମାର ଦାସ,ପୂର୍ବତନ କନେଷ୍ଟବଳ,206କୋବ୍ରା ବାଟାଲିୟନ, ବି. ଏସ. ଏଫ ପ୍ରକାଶ ଚନ୍ଦ୍ର ଶିଆଳ ଙ୍କ ଉଦ୍ଧେଶ୍ୟରେ ଶୋକ ପ୍ରସ୍ତାବ ଆଣିଲେ ମୁଖ୍ୟମନ୍ତ୍ରୀ। 

ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ବେଳେ କୋଶଳୀ ଭାଷାରେ ବିବୃତି ରଖିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ବିଧାନସଭାରେ ବିବୃତି ରଖୁଥିବା ବେଳେ ଉଭୟ କୋଶଳୀ ଭାଷା ଏବଂ ଓଡ଼ିଆ ଭାଷାରେ ବିବୃତି ରଖି ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇ ଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ଏହାପରେ ଆସନ୍ତାକାଲି ଦିନ ୧୦.୩୦ ପର୍ଯ୍ୟନ୍ତ ଗୃହ ମୁଲତବୀ ହୋଇଛି । 

ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ହେଲେ ନୂଆ ଉପବାଚସ୍ପତି
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
assembly-winter-session-update-house-is-adjourned-till-10-30-pm-tomorrow | Argus English