ଆଜି ତିନି ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିବ ବିଜେପି
·2 years ago

ଅର୍ଗସ ବ୍ୟୁରୋ: ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ 3ଟି ରାଜ୍ୟରେ ଜିତିଥିବା ବିଜେପି, ମୁଖ୍ୟମନ୍ତ୍ରୀ ବାଛିବାକୁ ପ୍ରକ୍ରିୟା ଆରମ୍ଭ କରିବାକୁ ଯାଉଛି। ଆଜି ତିନି ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିବ ବିଜେପି। ଏହାର ଅର୍ଥ 3 ରାଜ୍ୟ ପାଇଁ ଖୁବଶୀଘ୍ର ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବାକୁ ଯାଉଛି। ମଧ୍ୟପ୍ରଦେଶରେ କ୍ଷମତା ବଜାୟ ରଖିଛି ବିଜେପି। ସେହିପରି ରାଜସ୍ଥାନ ଏବଂ ଛତିଶଗଡ଼ରେ କଂଗ୍ରେସ ସରକାରକୁ ଗାଦିଚ୍ୟୁତ କରି କ୍ଷମତାକୁ ଫେରିଛି ଭାରତୀୟ ଜନତା ପାର୍ଟି।
ଅଧିକ ପଢ଼ନ୍ତୁ ଦେଶ ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: