କଣ୍ଟାବାଞ୍ଜିକୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବି
·2 years ago

ଅର୍ଗସ ବ୍ୟୁରୋ: ବଲାଙ୍ଗୀର କଣ୍ଟାବାଞ୍ଜିକୁ ସ୍ବତନ୍ତ୍ର ଜିଲ୍ଲା ମାନ୍ୟତା ଦାବି । ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚକାଜାମ । ଦୋକାନ ବଜାର, ବସ୍ , ଶିକ୍ଷାନୁଷ୍ଠାନ, ବିଭିନ୍ନ ପ୍ରତିଷ୍ଠାନକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରାଯାଇଛି । ଜିଲ୍ଲା ସଂଘର୍ଷ ସମିତିର ସଭାପତି ଶେଷଦେବ ପୁଟେଲଙ୍କ ନେତୃତ୍ବରେ ବୁଦ୍ଧିଜୀବୀ, ରାଜନୈତିକ ଦଳର କର୍ଯ୍ୟକର୍ତ୍ତା, ବିଭିନ୍ନ ସଂଗଠନର ନେତୃବୃନ୍ଦ ସାମିଲ ହୋଇଛନ୍ତି ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: