ପିକନିକ୍ ବସ୍ ଦୁର୍ଘଟଣା, ୩ ମୃତ
·2 years ago

ଅର୍ଗସ ବ୍ୟୁରୋ : ପିକନିକ୍ ଯିବା ବେଳେ ଟ୍ରକ୍-ବସ୍ ମୁହାଁମୁହିଁ ଧକ୍କା । ୩ ଜଣ ଦଶମ ଶ୍ରେଣୀର ଛାତ୍ରଙ୍କ ମୃତ୍ୟୁ ହୋଇଥିବାବେଳେ ୧୧ ଜଣ ଗୁରୁତର ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲା ଦଶପଲ୍ଲା ଶାଳଭଙ୍ଗା ଜଙ୍ଗଲ ରାସ୍ତାରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: