Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଖି ଅପରେସନ ପାଇଁ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ି ବସିଲା ଭିଜିଲାନ୍ସ 

Manini Pattanayak
Browse all articles by Manini Pattanayak
·2 years ago
ଆଖି ଅପରେସନ ପାଇଁ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ି ବସିଲା ଭିଜିଲାନ୍ସ 

ସୁବର୍ଣ୍ଣପୁର:  ଭିଜିଲାନ୍ସ ହାତରେ ଧରାପଡିଲେ ଡାକ୍ତର । ଆଖି ଅପରେସନ ପାଇଁ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ି ବସିଲା ଭିଜିଲାନ୍ସ। ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଚକ୍ଷୁ ଡାକ୍ତର ସଂଜୀବ କୁମାର କର ଜଣେ ରୋଗୀଙ୍କ ମୋତିଆ ବିନ୍ଧୁ ଅପରେସନ ପାଇଁ ୫ ହଜାର ୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ରେଡ୍ ହେଣ୍ଡେଡ ଧରା ପଡିଛନ୍ତି ସୁବର୍ଣ୍ଣପୁର ଭିଜିଲାନ୍ସ ହାତରେ ।

ଡାକ୍ତର ସଞ୍ଜୀବ କରଙ୍କ ବଲାଙ୍ଗୀର ସୁଦପଡା ସ୍ଥିତ ନିଜ ବାସଭବନ ଓ ସୁବର୍ଣ୍ଣପୁର ସହର ସ୍ଥିତ ସରକାରୀ ବାସ ଭବନରେ ବର୍ତ୍ତମାନ ତଲାସୀ ଚାଲିଥିବା ସୂଚନା ଦେଇଛି ଭିଜିଲାନ୍ସ ବିଭାଗ ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored