Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ପୁରୀ ଷ୍ଟେସନ କୋଚିଂ ଡିପୋରେ ନିଆଁ

Odisha

ପୁରୀ ଷ୍ଟେସନ କୋଚିଂ ଡିପୋରେ ନିଆଁ

Smruti Parija
Browse all articles by Smruti Parija
·2 years ago
ପୁରୀ ଷ୍ଟେସନ କୋଚିଂ ଡିପୋରେ ନିଆଁ

ପୁରୀ: ପୁରୀ ରେଳ ଷ୍ଟେସନ କୋଚିଂ ଡିପୋରେ ଟ୍ରେନ ବଗିରେ ଲାଗିଲା ନିଆଁ । କୋଚିଂ ଡିପୋରେ ଟ୍ରେନର ଏକ ଏସି ବଗି ମରାମତି ପାଇଁ ରହିଥିବା ବେଳେ ନିଆଁ ଲାଗିଥିବା ଜଣାପଡିଛି । ନିଆଁ ଲାଗିବାର କାରଣ ସଠିକ ଜଣାପଡ଼ିନାହିଁ l ନିଆଁ ଲାଗିବା ଦ୍ୱାରା ଷ୍ଟେସନ ଅଞ୍ଚଳ ଧୂଆଁ ମୟ ହୋଇଉଠିଥିଲା । ବଗି ଇଲେକ୍ଟ୍ରି କାମ ଚାଲିଥିବା ବେଳେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ନେଇ ସନ୍ଦେହ କରାଯାଉଛି l ଏନେଇ କର୍ତ୍ତୃପକ୍ଷଙ୍କ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଛି l ପୂର୍ବରୁ ମଧ୍ୟ ବହୁଥର ଟ୍ରେନରେ ନିଆଁ ଲାଗିଥିବା ନଜିର ରହିଛି l

ଓଡିଶା ଖବର ଆହୁରି ପଢନ୍ତୁ 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Fire at Puri Station Coaching Depot | Argus English