Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ସାଧାରଣତନ୍ତ୍ର ଦିବସ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

Odisha

ସାଧାରଣତନ୍ତ୍ର ଦିବସ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

Smruti Parija
Browse all articles by Smruti Parija
·2 years ago
ସାଧାରଣତନ୍ତ୍ର ଦିବସ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ ସରିଲା ଫୁଲ୍‌ଡ୍ରେସ ରିହରସଲ । ପୋଲିସ ଡିଜିଙ୍କ ନେତୃତ୍ବରେ ଚାଲିଥିଲା ଫୁଲ ଡ୍ରେସ ରିହରସଲ । ସାଧାରଣତନ୍ତ୍ର ଦିବସ ପାଇଁ ସୁରକ୍ଷା କଡ଼ାକଡ଼ି କରାଯାଇଛି ।  ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । 

ଏଥିପାଇଁ ମୁତୟନ ହେବେ 30 ପ୍ଲାଟୁନ ଫୋର୍ସ । ଡିସିପିଙ୍କ ନେତୃତ୍ୱରେ 6 ଜଣ ଅତିରିକ୍ତ ଡିସିପି, 14 ଏସିପି, 28 ଜଣ ଆଇଆଇସି ସୁରକ୍ଷା ଦାୟିତ୍ବରେ ରହିବେ । ସାରାରାଜ୍ୟରେ ସୁରକ୍ଷା ବ୍ୟବସ୍ଥା ଉପରେ ଗୁରୁତ୍ବ ଦିଆଯାଇଛି । ମାଓ ଅଧ୍ୟୁଷିତ ଜିଲ୍ଲାଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି । ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ ଟ୍ରାଫିକ କଟକଣା କରାଯାଇଛି । ପରେଡ ସ୍ଥଳକୁ ଛୁଉଁଥିବା ସବୁ ରାସ୍ତା ବନ୍ଦ ରହିବ ।
 

ଆହୁରି ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Full Dress Rehearsal for State-republic-Day | Argus English