Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ, ଆଜି ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

Odisha

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ, ଆଜି ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

Banajyotshna Ray
Browse all articles by Banajyotshna Ray
·2 years ago
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ,  ଆଜି ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଅର୍ଗସ ବ୍ୟୁରୋ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ ପାଇଁ ଆଜି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଯିବ ନିମନ୍ତ୍ରଣ । ସକାଳ ପ୍ରାୟ ୭ ଟା ୩୦ ରେ ନୀଳାଦ୍ରି ଭକ୍ତ ନିବାସ ଠାରେ  ପ୍ରତିଷ୍ଠା ଉତ୍ସବ ପାଇଁ ବିଭିନ୍ନ ସ୍ଥାନକୁ ନିମନ୍ତ୍ରଣ ପାଇଁ ଯିବାକୁ ଥିବା ବିଭିନ୍ନ ସେବାୟତ ଓ ଅଧିକାରୀଙ୍କ ଟିମ୍ ଏକତ୍ରିତ ହେବାପରେ, ସେଠାରୁ ବିଭିନ୍ନ ସ୍ଥାନକୁ ଯାତ୍ରା କରିବେ ।

ପ୍ରଥମେ ଲିଙ୍ଗରାଜଙ୍କୁ ନିମନ୍ତ୍ରଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦିଆଯିବ । ପୂର୍ବରୁ ପ୍ରତିଷ୍ଠା ଉତ୍ସବ ପାଇଁ ପ୍ରଥମେ ମହାପ୍ରଭୁଙ୍କୁ  ନିମନ୍ତ୍ରଣ ପରେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ଏବଂ ପରେ ପରେ ଓମକାରେଶ୍ୱର ଓ ମହାକାଳେଶ୍ୱରଙ୍କୁ ନିମନ୍ତ୍ରଣ ପତ୍ର ଦିଆ ସରିଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Inauguration ceremony of Srimandir Parikrama project, invitation to Chief Minister today | Argus English