Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଶ୍ରୀମନ୍ଦିରରେ ବନକଲାଗି ନୀତି , ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ

Odisha

ଶ୍ରୀମନ୍ଦିରରେ ବନକଲାଗି ନୀତି , ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ

Swayangprajna Mishra
Browse all articles by Swayangprajna Mishra
·2 years ago
ଶ୍ରୀମନ୍ଦିରରେ ବନକଲାଗି ନୀତି , ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ

ଅର୍ଗସ ବ୍ୟୁରୋ : ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି । ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଅପରାହ୍ନ ୫ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
 

ଅଧିକ ପଢନ୍ତୁ : ମହାପ୍ରଭୁଙ୍କ ସୁନାବେଶ ଦେଖି ଭାବବିହ୍ୱଳ ଭକ୍ତ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Jagannath darshan will be closed for 4 hours in the temple | Argus English