କାଲି ଭକ୍ତକୁ ୪ଘଣ୍ଟା ଦର୍ଶନ ଦେବନି ଜଗା
·2 years ago

ଅର୍ଗସ ବ୍ୟୁରୋ : ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ । ଆସନ୍ତାକାଲି ବୁଧବାର ମାର୍ଗଶୀର-କୃଷ୍ଣ ଦ୍ୱିତୀୟା ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟା ଠାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: