|
logo
Live

Argus News - ଦାୟିତ୍ୱ ହସ୍ତାନ୍ତର କଲେ ପୂର୍ବତନ ନିର୍ଦ୍ଦେଶକ ଏଚଆର ବିଶ୍ୱାସ

Odisha

ଦାୟିତ୍ୱ ହସ୍ତାନ୍ତର କଲେ ପୂର୍ବତନ ନିର୍ଦ୍ଦେଶକ ଏଚଆର ବିଶ୍ୱାସ

Jitendra Dash
Browse all articles by Jitendra Dash
·2 years ago
ଦାୟିତ୍ୱ ହସ୍ତାନ୍ତର କଲେ ପୂର୍ବତନ ନିର୍ଦ୍ଦେଶକ ଏଚଆର ବିଶ୍ୱାସ

ଅର୍ଗସ ବ୍ୟୁରୋ : ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନୂଆ ନିର୍ଦ୍ଦେଶକ ହୋଇଛନ୍ତି ଓଡ଼ିଆ ଝିଅ ମନୋରମା ମହାନ୍ତି । ମଙ୍ଗଳବାର ସେ ନିର୍ଦ୍ଦେଶକ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି । ପୂର୍ବରୁ କାର୍ଯ୍ୟରତ ଏଚଆର ବିଶ୍ବାସଙ୍କ କୋଲକାତା ବଦଳି ହେବାପରେ ତାଙ୍କ ସ୍ଥାନରେ ମନୋରମା ମହାନ୍ତିଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଯୁକ୍ତି ମିଳିଛି । 

ଅଧିକ ପଢନ୍ତୁ ଓଡିଶା ଖବର

ସୂଚନା​‌ଯୋଗ୍ୟ, ମନୋରମା ମହାନ୍ତି ପୂର୍ବରୁ ଗୁଜରାଟ ଆଞ୍ଚଳିକ ପାଣିପାଗ କେନ୍ଦ୍ରରେ ପାଣିପାଗ ବିଜ୍ଞାନୀ ଭାବେ କାର୍ଯ୍ୟରତ ଥିଲେ । ସେହିପରି ପୂର୍ବତନ ନିର୍ଦ୍ଦେଶକ ଏଚଆର ବିଶ୍ୱାସ ଏହି ବଦଳି ପ୍ରକ୍ରିୟାକୁ ସ୍ୱାଭାବିକ ବୋଲି କହିଛନ୍ତି । ତେବେ ଓଡ଼ିଶାରେ ଫନି ଭଳି ବାତ୍ୟା ତାଙ୍କ ପାଇଁ ସବୁଠାରୁ ବଡ଼ ଚ୍ୟାଲେଞ୍ଜ ଥିଲା ବୋଲି କହିଛନ୍ତି । ଏବେ ତାଙ୍କ ବଦଳି କୋଲକାତାକୁ ହୋଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

 

 

Sponsored
ଦାୟିତ୍ୱ ହସ୍ତାନ୍ତର କଲେ ପୂର୍ବତନ ନିର୍ଦ୍ଦେଶକ ଏଚଆର ବିଶ୍ୱାସ | Argus English