ଇସ୍ରାଏଲରୁ ଆସିଥିବା ସିଂହୀ ବିନିର ମୃତ୍ୟୁ ହୋଇଛି
·2 years ago

ଅର୍ଗସ ବ୍ୟୁରୋ : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆଫ୍ରିକୀୟ ସିଂହୀର ମୃତ୍ୟୁ । ଇସ୍ରାଏଲରୁ ଆସିଥିବା ସିଂହୀ ବିନିର ମୃତ୍ୟୁ ହୋଇଛି । ଗତ ୫ଦିନ ଧରି ଅସୁସ୍ଥ ରହିଥିଲା ବିନି। ଏମିତିକି ୩ଟି ଡାକ୍ତରୀ ଟିମ୍ ମଧ୍ୟ ବିନିର ଚିକିତ୍ସା କରୁଥିଲେ। ତେବେ ଗୁରୁବାର ତା’ର ମୃତ୍ୟୁ ହୋଇଛି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: