|
logo
Live

Argus News - ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପଠାଗଲା ନମୁନା ପ୍ରଶ୍ନପତ୍ର  

Odisha

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପଠାଗଲା ନମୁନା ପ୍ରଶ୍ନପତ୍ର  

Manini Pattanayak
Browse all articles by Manini Pattanayak
·2 years ago
ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପଠାଗଲା ନମୁନା ପ୍ରଶ୍ନପତ୍ର  

ଭୁବନେଶ୍ୱର:  ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପଠାଗଲା ନମୁନା ପ୍ରଶ୍ନପତ୍ର। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ୨୦୨୪ ଦଶମ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ ହୋଇଛି। ଏହି ପ୍ରଶ୍ନପତ୍ର ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରିବାକୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ  ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦେଶ ଦିଆଯାଇଛି।  

ନିର୍ଦେଶକ ସୁଶାନ୍ତ କୁମାର ଦାଶ ଏନେଇ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି। ବର୍ତ୍ତମାନ ପ୍ରଚଳିତ ପରୀକ୍ଷା ପଦ୍ଧତି ମୁତାବକ ନମୁନା ପ୍ରଶ୍ନପତ୍ର ତିଆରି ହୋଇଛି। ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଆଗକୁ ଦେବାକୁ ଥିବା ବୋର୍ଡ ପରୀକ୍ଷା ପାଇଁ ଏହି ପ୍ରଶ୍ନପତ୍ର ସହାୟକ ହେବ।  ପ୍ରଧାନଶିକ୍ଷକଙ୍କୁ ପ୍ରଶ୍ନପତ୍ର ପଠାଇବା ସହ ସମସ୍ତ ଛାତ୍ରଛାତ୍ରୀଙ୍କୁ ନିକଟରେ ପ୍ରଶ୍ନପତ୍ର ପହଞ୍ଚାଇବାକୁ ଡିଇଓ ବ୍ୟବସ୍ଥା କରିବେ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପଠାଗଲା ନମୁନା ପ୍ରଶ୍ନପତ୍ର   | Argus English