Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ୧୬ନଂ ଜାତୀୟ ରାଜପଥରେ ସିରିଜ ଦୁର୍ଘଟଣା, ଜଣେ ମୃତ

Odisha

୧୬ନଂ ଜାତୀୟ ରାଜପଥରେ ସିରିଜ ଦୁର୍ଘଟଣା, ଜଣେ ମୃତ

Ritu Das
Browse all articles by Ritu Das
·2 years ago
୧୬ନଂ ଜାତୀୟ ରାଜପଥରେ ସିରିଜ ଦୁର୍ଘଟଣା, ଜଣେ ମୃତ

ଅର୍ଗସ ବ୍ୟୁରୋ: ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥରେ ପୁଣି ଦୁର୍ଘଟଣା ଘଟିଛି। ଜାତୀୟ ରାଜପଥର ଧର୍ମଶାଳା ଥାନା ରଥିଆ ନିକଟରେ ଆଜି ସକାଳୁ ସକାଳୁ ଘଟିଛି ସିରିଜ ଦୁର୍ଘଟଣା। ପୂର୍ବରୁ ରାଜପଥରେ ଛିଡା ହୋଇଥିବା ଟ୍ରେଲର ପଛ ପଟୁ ପିଟିଲା ଆଇଜରକୁ।

ଆଇଜର ପଛ ପଟେ ଧକ୍କା ହେବାରୁ  ରାସ୍ତା ତଳକୁ ଖସି ପଡ଼ିଲା ପିକଅପ ଭ୍ୟାନ। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି। ଗୁରୁତର ଆହତଙ୍କୁ ପ୍ରଥମେ ଧର୍ମଶାଳା ଓ ପରେ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ଧର୍ମଶାଳା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Series of accidents | Argus English