Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ହାଇଟେକ ମେଡିକାଲ ଟ୍ରାଜେଡି, ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବାସଭବନ ଘେରାଉ କଲା ଛାତ୍ର କଂଗ୍ରେସ

Odisha

ହାଇଟେକ ମେଡିକାଲ ଟ୍ରାଜେଡି, ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବାସଭବନ ଘେରାଉ କଲା ଛାତ୍ର କଂଗ୍ରେସ

Banajyotshna Ray
Browse all articles by Banajyotshna Ray
·2 years ago
ହାଇଟେକ ମେଡିକାଲ ଟ୍ରାଜେଡି, ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବାସଭବନ ଘେରାଉ କଲା ଛାତ୍ର କଂଗ୍ରେସ

ଅର୍ଗସ ବ୍ୟୁରୋ: ହାଇଟେକ ମେଡିକାଲ ଟ୍ରାଜେଡିରେ ୩ ଜଣଙ୍କ ମୃତ୍ୟୁକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବାସଭବନ ଘେରାଉ। ମନ୍ତ୍ରୀ ନିରଞ୍ଜନ ପୂଝାରୀଙ୍କ ବାସଭବନରେ ଅଣ୍ଡା ମାଡ଼ କଲା ଛାତ୍ର କଂଗ୍ରେସ। ମନ୍ତ୍ରୀଙ୍କ ବାସଭବନକୁ ଧସେଇ ପଶିବାକୁ ଉଦ୍ୟମ ବେଳେ 15 ରୁ ଅଧିକ ଛାତ୍ର କଂଗ୍ରେସ ଓ ଯୁବ କଂଗ୍ରେସ କର୍ମୀଙ୍କୁ ଉଠାଇନେଲା ପୋଲିସ।ଘଟଣାରେ ହସ୍ପିଟାଲ ମାଲିକ ତିରୁପତି ପାଣିଗ୍ରାହୀଙ୍କୁ ଗିରଫ କରିବା ସହ ମୃତକଙ୍କ ପରିବାରକୁ 50 ଲକ୍ଷ ଟଙ୍କା କ୍ଷତିପୂରଣ ପାଇଁ ଦାବୀ କରିଛି ଛାତ୍ର କଂଗ୍ରେସ।

ଅଧିକ ପଢ଼ନ୍ତୁ ଓଡିଶା ଖବର:
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Students Congress surrounded the Residence of the Minister of health minister | Argus English