Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଲେ କେନ୍ଦ୍ରମନ୍ତ୍ରୀ

Odisha

ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଲେ କେନ୍ଦ୍ରମନ୍ତ୍ରୀ

Jitendra Dash
Browse all articles by Jitendra Dash
·2 years ago
ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଲେ କେନ୍ଦ୍ରମନ୍ତ୍ରୀ

ଅର୍ଗସ ବ୍ୟୁରୋ : ଓଡ଼ିଶାର ପୂର୍ବତନ ମନ୍ତ୍ରୀ ସରସ୍ୱତୀ ପ୍ରଧାନଙ୍କ ବିୟୋଗ ଖବର ଶୁଣି ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ କହିଛନ୍ତି, ମୁଁ ଦୁଃଖିତ ଓ ମର୍ମାହତ । ଲୋକକଲ୍ୟାଣ ବିଶେଷ ଭାବରେ ରାଜନୀତିରେ ନାରୀ ମାନଙ୍କୁ ସାମିଲ ହେବା ପାଇଁ ପ୍ରୋତ୍ସାହିତ କରିବା ଦିଗରେ ତାଙ୍କର ଉଦ୍ୟମ ଚିର ସ୍ମରଣୀୟ ହୋଇ ରହିବ । 

ଅଧିକ ପଢନ୍ତୁ : ପୂର୍ବତନ ମନ୍ତ୍ରୀ ତଥା ରାଜ୍ୟସଭା ସାଂସଦ ସରସ୍ୱତୀ ପ୍ରଧାନଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ସ୍ୱର୍ଗତାଃ ସରସ୍ୱତୀଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରନ୍ତୁ ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The Union Minister expressed his condolences to the bereaved family | Argus English