ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ
·2 years ago

ପୁରୀ: ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ l ଏହି ବୈଠକରେ ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ, ଜିଲ୍ଲାପାଳ ସମର୍ଥ ବର୍ମା, ଏସ୍ପି କେ ବିଶାଲ ସିଂ, ଛତିଶା ନିଯୋଗ ମହାନାୟକ, ପରିଚାଳନା କମିଟି ସଦସ୍ୟ ଏବଂ ବିଭିନ୍ନ ସେବାୟତ ନିଯୋଗର ସେବାୟତ ପ୍ରତିନିଧି ଯୋଗଦେବେ l
ଶ୍ରୀମନ୍ଦିର ପରିକ୍ରମା କାର୍ଯ୍ୟର ଅଗ୍ରଗତି ଏବଂ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବକୁ ନେଇ ବିସ୍ତୃତ ଭାବେ ଆଲୋଚନା କରାଯିବ l
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: