|
logo
Live

Argus News - ସମୁଦ୍ରରେ ଭାସି ପର୍ଯ୍ୟଟକଙ୍କ ମୃତ୍ୟୁ

Odisha

ସମୁଦ୍ରରେ ଭାସି ପର୍ଯ୍ୟଟକଙ୍କ ମୃତ୍ୟୁ

Ritu Das
Browse all articles by Ritu Das
·2 years ago
ସମୁଦ୍ରରେ ଭାସି ପର୍ଯ୍ୟଟକଙ୍କ ମୃତ୍ୟୁ

ଅର୍ଗସ ବ୍ୟୁରୋ: ଉଦୟପୁର ବେଳାଭୂମିରେ ସମୁଦ୍ରରେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ ବିହାର ରାଜ୍ୟର ସାଙ୍ଗ ସାଥୀ ମିଶି ବଡ଼ ଦିନରେ ପିକନିକ କରିବାକୁ ଆସିଥିଲେ ଆଜି ସମସ୍ତ ସାଙ୍ଗ ସାଥୀ ମିଶି ସମୁଦ୍ରରେ ଗାଧୋଉଥିବା ବେଳେ ଯୁବକ ଜଣକ ଭାସି ଯାଇଥିଲେ। ବହୁ ଖୋଜାଖୋଜି ପରେ ମୃତଦେହକୁ ଉଦ୍ଧାର କରିଥିଲେ ସ୍ଥାନୀୟ ଲୋକେ । 

ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି। ତେବେ ଅଧିକ ମଦ୍ୟପାନ କରି ସମୁଦ୍ରରେ ଗାଧୋଉଥିବା ବେଳେ ଭାସିଯାଇଥିବା ସୂଚନା ମିଳିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ସମୁଦ୍ରରେ ଭାସି ପର୍ଯ୍ୟଟକଙ୍କ ମୃତ୍ୟୁ | Argus English