Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News -    ଓଡ଼ିଶା ଗସ୍ତରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଶ୍ବିନୀ ବୈଷ୍ଣବ 

Odisha

   ଓଡ଼ିଶା ଗସ୍ତରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଶ୍ବିନୀ ବୈଷ୍ଣବ 

Manini Pattanayak
Browse all articles by Manini Pattanayak
·2 years ago
   ଓଡ଼ିଶା ଗସ୍ତରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଶ୍ବିନୀ ବୈଷ୍ଣବ 

ଭୁବନେଶ୍ୱର:  ଓଡ଼ିଶା ଗସ୍ତରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଶ୍ବିନୀ ବୈଷ୍ଣବ । ଗତକାଲି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ଉଭୟଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ଆଜି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ଦୁଇ କେନ୍ଦ୍ରମନ୍ତ୍ରୀ ।

ଆଜି ସକାଳ ୮ଟା ୪୫ରେ ଭୁବନେଶ୍ବର ଚନ୍ଦ୍ରଶେଖରପୁରଠାରେ ବୁଥ ପୋଗ୍ରାମରେ ଯୋଗଦେବେ ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ଦିନ ୧୧ଟାରେ ଅନ୍ନପୂର୍ଣ୍ଣା ମଣ୍ଡପ ଯାଇ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ କାର୍ଯ୍ୟକ୍ରମ ଶୁଣିବେ । ସେହିପରି କଟକ ପରମହଂସରେ ପ୍ରଧାନମନ୍ତ୍ରୀଙ୍କ ମନର କଥା ଶୁଣିବେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଏହାପରେ ଭୁବନେଶ୍ବର ଆସି ବିଜେପି ଅଫିସରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବେ । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Two Union Ministers Dharmendra Pradhan and Ashwini Vaishnav are on a visit to Odisha | Argus English