|
logo
Live

Argus News - ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Odisha

୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Banajyotshna Ray
Browse all articles by Banajyotshna Ray
·2 years ago
୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅର୍ଗସ ବ୍ୟୁରୋ:  ଆଜିଠୁ 4 ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିଲା ପରେ ଜଟଣୀର ପଦନପୁରରେ NSTI ର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ଏହାପରେ ଅପରାହ୍ନରେ CSIR-IMMT ରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ କେନ୍ଦ୍ରମନ୍ତ୍ରୀ। IMMT ରେ ଅନୁଷ୍ଠିତ ହେଉଥିବା ଗୁରୁ କା ସମ୍ମାନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଆସନ୍ତା 27 ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ | Argus English