ବରଗଡ଼ ଗସ୍ତରେ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ଧର୍ମେନ୍ଦ୍ର
·2 years ago

ଅର୍ଗସ ବ୍ୟୁରୋ: ଓଡ଼ିଶା ଗସ୍ତରେ ଆଜି ସମ୍ବଲପୁରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରେଳ ଷ୍ଟେସନରେ ପହଞ୍ଚିବା ପରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ବରେଇପଲି ଓ ମନ୍ଦଲିଆଠାରେ ଛଟ ପୂଜାରେ ସାମିଲ ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ । ଶ୍ରଦ୍ଧାଳୁଙ୍କ ସହ ମିଶି ପୂଜାର୍ଚ୍ଚନା କରିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଏହାପରେ ବରଗଡ଼ ଗସ୍ତରେ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: