Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ‘ଅକ୍ଷତ ବଣ୍ଟନ ଯାତ୍ରା’ରେ ସାମିଲ ହେଲେ ବିକାଶ ଫାଉଣ୍ଡେସନ ଅଧ୍ୟକ୍ଷା ମୃଦୁଳା ଠାକୁର ପ୍ରଧାନ

Odisha

‘ଅକ୍ଷତ ବଣ୍ଟନ ଯାତ୍ରା’ରେ ସାମିଲ ହେଲେ ବିକାଶ ଫାଉଣ୍ଡେସନ ଅଧ୍ୟକ୍ଷା ମୃଦୁଳା ଠାକୁର ପ୍ରଧାନ

Banajyotshna Ray
Browse all articles by Banajyotshna Ray
·2 years ago
‘ଅକ୍ଷତ ବଣ୍ଟନ ଯାତ୍ରା’ରେ ସାମିଲ ହେଲେ ବିକାଶ ଫାଉଣ୍ଡେସନ ଅଧ୍ୟକ୍ଷା ମୃଦୁଳା ଠାକୁର ପ୍ରଧାନ

ଅର୍ଗସ ବ୍ୟୁରୋ: ପବିତ୍ର ଅଯୋଧ୍ୟା ଧାମରେ ଶ୍ରୀରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉପଲକ୍ଷେ ଅନୁଗୋଳ ପୌରପାଳିକାରେ ଅକ୍ଷତ ବଣ୍ଟନ ଆରମ୍ଭ । ପୌରପାଳିକାର ୧୫ ନଂ ୱାର୍ଡରେ ଆୟୋଜିତ ‘ଅକ୍ଷତ ବଣ୍ଟନ ଯାତ୍ରା’ରେ ବିକାଶ  ଫାଉଣ୍ଡେସନ ଅଧ୍ୟକ୍ଷା ମୃଦୁଳା ଠାକୁର ପ୍ରଧାନ ସାମିଲ ହୋଇ ପ୍ରଭୁ ଶ୍ରୀରାମଙ୍କ ଆଗମନ ସବୁଠି ରାମମୟ ପରିବେଶ ତିଆରି କରିଛି ବୋଲି କହିଛନ୍ତି । ଶ୍ରୀରାମ ମନ୍ଦିର ସମସ୍ତ ହିନ୍ଦୁ ଏବଂ ସନାତନୀଙ୍କ ଆସ୍ଥାର କେନ୍ଦ୍ର ।

ଆସନ୍ତା ଜାନୁଆରୀ ୨୨ ତାରିଖରେ ଭବ୍ୟ ରାମ ମନ୍ଦିର  ପ୍ରତିଷ୍ଠା ପାଇଁ ସବୁଠି ରାମମୟ ପରିବେଶ ତିଆରି ହୋଇଛି । ପ୍ରଭୁ ଶ୍ରୀରାମଙ୍କ ଆଗମନରେ ରାମନାମର ପଦଧ୍ବନୀ ଓଡ଼ିଶା ସମେତ ସମଗ୍ର ଭାରତ ବର୍ଷରେ ଭକ୍ତିମୟ ଓ ଆଧ୍ୟାତ୍ମିକ ପରିବେଶ ତିଆରି କରିଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

 

Sponsored
Vikas Foundation Chairperson Mridula Thakur Pradhan was involved in the 'Akshat Banton Yatra' ​ | Argus English