Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଅଧାରେ ରହିଲା ମା' ତାରିଣୀଙ୍କ ଦର୍ଶନ

Odisha

ଅଧାରେ ରହିଲା ମା' ତାରିଣୀଙ୍କ ଦର୍ଶନ

Smruti Parija
Browse all articles by Smruti Parija
·2 years ago
ଅଧାରେ ରହିଲା ମା' ତାରିଣୀଙ୍କ ଦର୍ଶନ

ଅର୍ଗସ ବ୍ୟୁରୋ:  ଅଧାରେ ରହିଲା ମା' ତାରିଣୀଙ୍କ ଦର୍ଶନ । ଟ୍ରକ୍ କୁ ପିଟିଲା ୱିଙ୍ଗର ଭ୍ୟାନ୍  । ଦୁର୍ଘଟଣାରେ 8 ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ 20 ନମ୍ବର ଜାତୀୟ ରାଜପଥର ବାଲିଯୋଡି ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ମୃତକ ଦିଗପହଣ୍ଡି ଅଞ୍ଚଳର ବୋଲି ଜଣାପଡିଛି । 

ରାସ୍ତାକଡରେ ଠିଆ ହୋଇଥିବା ଟ୍ରକ୍ ସହ ଧକ୍କା ହୋଇଛି ଭ୍ୟାନ୍ । ଭ୍ୟାନ୍ ଚୁର୍ ମାର୍ । ଦୁର୍ଘଟଣାରେ ଆଉ 7 ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସମସ୍ତେ ତାରିଣୀ ଦର୍ଶନ ପାଇଁ ଦିଗପହଣ୍ଡିରୁ ଆସିଥିବା ସୂଚନା ରହିଛି। ତାରିଣୀ ମନ୍ଦିରରୁ ମାତ୍ର 3 କିମି ପୂର୍ବରୁ ଏହି ଦୁର୍ଘଟଣା ଘଟିଛି । 

ମହିଳାଙ୍କ ଉପରେ ଚଢ଼ିଗଲା ଆଇରନ ବୋଝେଇ ଟ୍ରକ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
van-hits-truck-8-killed-at-keonjhar | Argus English